ଆରମ୍ଭ ହେଲା ରାଜ୍ୟ କ୍ୟାବିନେଟ ବୈଠକ

Jun 3, 2024 - 11:54
 5695
ଆରମ୍ଭ ହେଲା ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ବସିଛି ରାଜ୍ୟ କ୍ୟାବିନେଟ ବୈଠକ । ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ ବସିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ଭର୍ଚ୍ଚୁଆଲ ବୈଠକରେ ସାମିଲ ହୋଇଛନ୍ତି । ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ଚାଲିଥିବା ସୂଚନା ମିଳିଛି ।